Leviticus 26:43 — Compare Translations
5 translations compared side by side
Odia - 1840
"ଦେଶ ମଧ୍ଯ ସମାନଙ୍କେ ଦ୍ବାରା ତ୍ଯକ୍ତ ହାଇେ ରହିବ ଓ ସମାନଙ୍କେ ଅବର୍ତ୍ତାମାନର ଶୂନ୍ଯସ୍ଥାନ ହାଇେ ପଡିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ, ପୁଣି ସମାନେେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସମାନେେ ଆମ୍ଭର ବିଧି ଅଗ୍ରାହ୍ଯ କଲେ ଓ ସମାନଙ୍କେ ପ୍ରାଣ ଆମ୍ଭ ବ୍ଯବସ୍ଥା ଘୃଣା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶ ମଧ୍ୟ ସେମାନଙ୍କ ଦ୍ଵାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଶାସନ ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନର ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ, ପୁଣି ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ବିଧି ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବ୍ୟବସ୍ଥା ଘୃଣା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।
Odia IRV 2017 (ଓଡିଆ ବାଇବେଲ)