Leviticus 26:45 — Compare Translations
5 translations compared side by side
Odia - 1840
"ମାତ୍ର ଆମ୍ଭେ ସମାନଙ୍କେ ଲାଗି ସମାନଙ୍କେ ପୂର୍ବପୁରୁଷଙ୍କ ସହିତ କରିଥିବା ନିଯମ ସ୍ମରଣ କରିବା, ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ନିମନ୍ତେ ଅନ୍ୟ ଦେଶୀଯ ଲୋକମାନଙ୍କ ସାକ୍ଷାତ ରେ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷଙ୍କ ସହିତ କରିଥିବା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”
Odia IRV 2017 (ଓଡିଆ ବାଇବେଲ)