Leviticus 26:46 — Compare Translations

5 translations compared side by side

Odia - 1840
"ଏହିସବୁ ବ୍ଯବସ୍ଥା, ବିଧି ଓ ଶିକ୍ଷାମାନ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ଦେଲେ। ଏହିସବୁ ବିଧି ଇଶ୍ରାୟେଲ ସନ୍ତାନଗଣ ଓ ସଦାପ୍ରଭୁଙ୍କ ମଧିଅରେ ସ୍ଥାପିତ ହାଇେଥିଲା। ଆଉ ସଦାପ୍ରଭୁ ଏହି ସମସ୍ତ ବିଧି ମାଶାଙ୍କେୁ ସୀନଯ ପର୍ବତ ରେ ଦଇେଥିଲେ ଓ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ତାହା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ଵାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି ଓ ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ବ୍ୟବସ୍ଥା, ବିଧି ଓ ଶିକ୍ଷାମାନ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଦେଲେ। ଏହିସବୁ ବିଧି ଇସ୍ରାଏଲ ସନ୍ତାନଗଣ ଓ ସଦାପ୍ରଭୁଙ୍କ ମଧ୍ୟରେ ସ୍ଥାପିତ ହୋଇଥିଲା। ଆଉ ସଦାପ୍ରଭୁ ଏହି ସମସ୍ତ ବିଧି ମୋଶାଙ୍କୁ ସୀନୟ ପର୍ବତରେ ଦେଇଥିଲେ ଓ ମୋଶା ଇସ୍ରାଏଲର ଲୋକମାନଙ୍କୁ ତାହା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।