Leviticus 26:5 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭମାନଙ୍କର ଶସ୍ଯମର୍ଦ୍ଦନ କାଳ ଦ୍ରାକ୍ଷାସଂଗ୍ରହକାଳ ପର୍ୟ୍ଯନ୍ତ ଗ୍ଭଲିବ ଓ ଦ୍ରାକ୍ଷାସଂଗ୍ରହ କାଳ ବୀଜବପନ କାଳ ପର୍ୟ୍ଯନ୍ତ ଲାଗିବ, ପୁଣି ତୁମ୍ଭମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଅନ୍ନ ଭୋଜନ କରିବ ଓ ନିରାପଦ ରେ ଆପଣା ଦେଶ ରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନ କାଳ ଦ୍ରାକ୍ଷା ସଂଗ୍ରହ କାଳ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହ କାଳ ବୀଜବପନ କାଳ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନ କାଳ ଦ୍ରାକ୍ଷା ସଂଗ୍ରହ କାଳ ପର୍ଯ୍ୟନ୍ତ ଗ୍ଭଲିବ ଓ ଦ୍ରାକ୍ଷା ସଂଗ୍ରହ କାଳ ବୀଜବପନ କାଳ ପର୍ଯ୍ୟନ୍ତ ଲାଗିବ, ପୁଣି ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ନିରାପଦରେ ଆପଣା ଦେଶରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)