Leviticus 26:8 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ମଧ୍ଯରୁ ପାଞ୍ଚ ଜଣ ଶତୃ ପକ୍ଷରୁ ଶ ହେ ଲୋକଙ୍କୁ ଘଉଡାଇ ଦବେେ ଓ ଶ ହେ ଜଣ ଦଶସହସ୍ର ଜଣଙ୍କୁ ଘଉଡାଇ ଦବେେ ତୁମ୍ଭମାନଙ୍କ ଖଡ୍ଗ ରେ ତୁମ୍ଭମାନଙ୍କର ଶତୃର ବିନାଶ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ-ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ଼୍ଗରେ ପଡ଼ିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ ପାଞ୍ଚ ଜଣ ଶତ୍ରୁ ପକ୍ଷରୁ ଶହେ ଲୋକଙ୍କୁ ଘଉଡ଼ାଇ ଦେବେ ଓ ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବେ ତୁମ୍ଭମାନଙ୍କ ଖଡ଼୍ଗରେ ତୁମ୍ଭମାନଙ୍କର ଶତ୍ରୁର ବିନାଶ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।