Leviticus 26:9 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନ ହବୋ, ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା, ଆଉ ତୁମ୍ଭମାନଙ୍କ ସହିତ ଆପଣା ନିଯମ ସ୍ଥିର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବ; ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେବା, ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା, ଆଉ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।