Leviticus 27:10 — Compare Translations
5 translations compared side by side
Odia - 1840
"କାରଣ ସହେି ପଶୁଟି ସଦାପ୍ରଭୁଙ୍କ ପାଇଁ ଉପହାର। ସେ ଅନ୍ୟ ଗୋଟିଏ ବଦଳ ରେ ତାକୁ ବଦଳ କରିବା ଉଚିତ୍ ନୁହେଁ। ଯଦି ଜଣେ ବ୍ଯକ୍ତି ଗୋଟିଏ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞାରୂପେ ବଳିଦାନ କରେ, ତବେେ ସେ ତା' ବଦଳ ରେ ଅନ୍ୟ ପଶୁ ବଦଳାଇ ପାରିବ ନାହିଁ। ସେ ଭଲ ପଶୁ ବଦଳ ରେ ମନ୍ଦ ପଶୁ କି ମନ୍ଦ ବଦଳ ରେ ଭଲ ପଶୁ ବଦଳାଇବା ଉଚିତ୍ ନୁହେଁ। ଯଦି ସେ ବଦଳାଇବାକୁ ଚେଷ୍ଟା କରେ, ତବେେ ଦୁଇଟି ପଶୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ । ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯେବେ ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେହି ପଶୁଟି ସଦାପ୍ରଭୁଙ୍କ ପାଇଁ ଉପହାର। ସେ ଅନ୍ୟ ଗୋଟିଏ ବଦଳରେ ତାକୁ ବଦଳ କରିବା ଉଚିତ୍ ନୁହେଁ। ଯଦି ଜଣେ ବ୍ୟକ୍ତି ଗୋଟିଏ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞାରୂପେ ବଳିଦାନ କରେ, ତେବେ ସେ ତା’ ବଦଳରେ ଅନ୍ୟ ପଶୁ ବଦଳାଇ ପାରିବ ନାହିଁ। ସେ ଭଲ ପଶୁ ବଦଳରେ ମନ୍ଦ ପଶୁ କି ମନ୍ଦ ବଦଳରେ ଭଲ ପଶୁ ବଦଳାଇବା ଉଚିତ୍ ନୁହେଁ। ଯଦି ସେ ବଦଳାଇବାକୁ ଚେଷ୍ଟା କରେ, ତେବେ ଦୁଇଟି ପଶୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।
Odia IRV 2017 (ଓଡିଆ ବାଇବେଲ)
ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।