Leviticus 27:11 — Compare Translations
5 translations compared side by side
Odia - 1840
"କେତକେ ପ୍ରାଣୀ ଅଛନ୍ତ ଯାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରାୟାଇ ପାରିବ ନାହିଁ। ସପରେି ଅଶୁଚି ପଶୁ ହାଇେଥିଲେ ଯାଜକ ସମ୍ମୁଖକୁ ଅଣାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାହା ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯେବେ ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“କେତେକ ପ୍ରାଣୀ ଅଛନ୍ତି ଯାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରାଯାଇ ପାରିବ ନାହିଁ। ସେପରି ଅଶୁଚି ପଶୁ ହୋଇଥିଲେ ଯାଜକ ସମ୍ମୁଖକୁ ଅଣାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।