Leviticus 27:16 — Compare Translations

5 translations compared side by side

Odia - 1840
"ଆଉ ଯଦି କୌଣସି ମନୁଷ୍ଯ ଆପଣା ଅଧିକୃତ କ୍ଷେତ୍ରର କିଛି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରେ, ତବେେ ତାହାର ମୂଲ୍ଯ ନିରୂପଣ ତାହାର ବପନୀଯ ବିହନ ଅନୁସାରେ ହବେ; ଏକ ହୋମର-ପରିମିତ ୟବ-ବିହନର ମୂଲ୍ଯ ପଗ୍ଭଶ ଶକେଲ ରୂପା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ, ତେବେ ତୁମ୍ଭର ମୂଲ୍ୟ-ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଭୂସମ୍ପତ୍ତିର ମୂଲ୍ୟ ନିରୂପଣ “ଆଉ ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କିଛି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ତେବେ ତାହାର ମୂଲ୍ୟ ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଗ୍ଭଶ୍ ଶେକଲ ରୂପା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।
Odia IRV 2017 (ଓଡିଆ ବାଇବେଲ)