Leviticus 27:17 — Compare Translations
5 translations compared side by side
Odia - 1840
"ଯଦି ଜଣେ ମନୁଷ୍ଯ ମହୋଲ୍ଲାସ-ଉତ୍ସବ ବର୍ଷ ରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତବେେ ଯାଜକର ନିରୂପିତ ମୂଲ୍ଯ ଅନୁସାରେ ତାହାର ମୂଲ୍ଯ ସ୍ଥିର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ଯୋବେଲ-ବର୍ଷଠାରୁ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ମନୁଷ୍ୟ ମହୋଲ୍ଲାସ-ଉତ୍ସବ ବର୍ଷରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକର ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ସ୍ଥିର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେ ଯୋବେଲ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ଯଦି ସେ ଯୁବ୍ଲୀ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।