Leviticus 27:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ କୁହ, ଯଦି କୌଣସି ବ୍ଯକ୍ତି ଉତ୍ସର୍ଗୀତ ଲୋକକୁ ସଦାପ୍ରଭୁଙ୍କୁ ଗୋଟିଏ ମହାନ୍ ଉଦ୍ଦେଶ୍ଯ ରେ ମାନସିକ କରେ, ତବେେ ତା'ର ମୂଲ୍ଯ ଯାଜକ ଦ୍ବାରା ନିରୂପିତ ହବେ ଓ ସେ ଲୋକଟି ଚିରଦିନ ପାଇଁ ପରମେଶ୍ବରଙ୍କର ହବେ। ଯଦି ଲୋକମାନେ ସହେି ମାନତ ଲୋକକୁ ଫୋରାଇ ଆଣିବାକୁ ଗ୍ଭହାଁନ୍ତି ତବେେ ସମାନେେ ନିରୂପିତ ମୂଲ୍ଯ ଦଇେ ଫରୋଇ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କୌଣସି ବ୍ୟକ୍ତି ଉତ୍ସର୍ଗୀତ ଲୋକକୁ ସଦାପ୍ରଭୁଙ୍କୁ ଗୋଟିଏ ମହାନ୍ ଉଦ୍ଦେଶ୍ୟରେ ମାନସିକ କରେ, ତେବେ ତା’ର ମୂଲ୍ୟ ଯାଜକ ଦ୍ୱାରା ନିରୂପିତ ହେବ ଓ ସେ ଲୋକଟି ଚିରଦିନ ପାଇଁ ପରମେଶ୍ୱରଙ୍କର ହେବ। ଯଦି ଲୋକମାନେ ସେହି ମାନତ ଲୋକକୁ ଫୋରାଇ ଆଣିବାକୁ ଗ୍ଭହାନ୍ତି ତେବେ ସେମାନେ ନିରୂପିତ ମୂଲ୍ୟ ଦେଇ ଫେରାଇ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।