Leviticus 27:20 — Compare Translations
5 translations compared side by side
Odia - 1840
"ସେ ଯଦି କ୍ଷେତ୍ରକୁ ମୁକ୍ତ କରି ନ ପାରିଲେ ସହେି କ୍ଷେତ୍ରଟି ଯାଜକମାନଙ୍କର ହବେ। ଯଦି ସହେି କ୍ଷେତ୍ର ଅନ୍ୟକୁ ବିକ୍ରଯ କରାୟାଇଛି, ତବେେ ତାହା ଆଉ କବେେ ମୁକ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯେବେ ସେ ସେହି କ୍ଷେତ୍ର ଅନ୍ୟକୁ ବିକେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯଦି କ୍ଷେତ୍ରକୁ ମୁକ୍ତ କରି ନ ପାରିଲେ ସେହି କ୍ଷେତ୍ରଟି ଯାଜକମାନଙ୍କର ହେବ। ଯଦି ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରାଯାଇଛି, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।