Leviticus 27:21 — Compare Translations

5 translations compared side by side

Odia - 1840
"ମାତ୍ର ସହେି କ୍ଷେତ୍ର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେଲେ ତାହା ବିଶଷେ ଉପହାର ତୁଲ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ ଓ ତହିଁରେ ଯାଜକର ଅଧିକାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ବର୍ଜିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ଯାଜକର ଅଧିକାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେହି କ୍ଷେତ୍ର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେଲେ ତାହା ବିଶେଷ ଉପହାର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ଓ ତହିଁରେ ଯାଜକର ଅଧିକାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି କ୍ଷେତ୍ର ଯୁବ୍‍ଲୀ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।