Leviticus 27:22 — Compare Translations
5 translations compared side by side
Odia - 1840
"ଯଦି କହେି ଆପଣା ସମ୍ପତ୍ତି ନି ହେଁ, ମାତ୍ର ତାକୁ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରତିଷ୍ଠା କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯେବେ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ;
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି ଆପଣା ସମ୍ପତ୍ତି ନୁହେଁ, ମାତ୍ର ତାକୁ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;