Leviticus 27:23 — Compare Translations
5 translations compared side by side
Odia - 1840
"ତବେେ ଯାଜକ ତା'ର ନିରୁପିତ ମୁଲ୍ଯ ଅନୁସାରେ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ତାହା ପାଇଁ ଗଣନା କରିବ, ପୁଣି ସେ ସହେିଦିନ ତା'ର ନିରୂପିତ ମୂଲ୍ଯ ଦବେ। ସହେି କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ବସ୍ତୁତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଯାଜକ ତା’ର ନିରୂପିତ ମୂଲ୍ୟ ଅନୁସାରେ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ, ପୁଣି ସେ ସେହି ଦିନ ତା’ର ନିରୂପିତ ମୂଲ୍ୟ ଦେବ। ସେହି କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ବସ୍ତୁତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହି ଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।