Leviticus 27:25 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ଯ ପବିତ୍ରସ୍ଥାନର ଶକେଲ ଅନୁସାରେ ହବେ, କୋଡିଏ ଗରୋ ରେ ଏକ ଶକେଲ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ, କୋଡ଼ିଏ ଗେରାରେ ଏକ ଶେକଲ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।