Leviticus 27:26 — Compare Translations

5 translations compared side by side

Odia - 1840
"ପଶୁମାନଙ୍କ ମଧ୍ଯରୁ ଗୋରୁ ହେଉ କି ମଷେ ହେଉ ପ୍ରଥମଜାତ ସର୍ବଦା ସଦାପ୍ରଭୁଙ୍କର। ତାକୁ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିପାରିବେ ନାହିଁ। କାରଣ ତାହା ଆଗରୁ ସଦାପ୍ରଭୁଙ୍କର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଣୀମାନଙ୍କର ମୂଲ୍ୟ ନିରୂପଣ “ପଶୁମାନଙ୍କ ମଧ୍ୟରୁ ଗୋରୁ ହେଉ କି ମେଷ ହେଉ ପ୍ରଥମଜାତ ସର୍ବଦା ସଦାପ୍ରଭୁଙ୍କର। ତାକୁ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରି ପାରିବେ ନାହିଁ। କାରଣ ତାହା ଆଗରୁ ସଦାପ୍ରଭୁଙ୍କର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।
Odia IRV 2017 (ଓଡିଆ ବାଇବେଲ)
ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।