Leviticus 27:29 — Compare Translations
5 translations compared side by side
Odia - 1840
"ମନୁଷ୍ଯ ମଧିଅରେ ଯେ ବର୍ଜିତ ହବେ, ସେ କବେେ ମୁକ୍ତ ହାଇପୋରିବ ନାହିଁ, ସେ ନିଶ୍ଚିନ୍ତ ହତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟମାନଙ୍କ ମଧ୍ୟରେ ଯେ ବର୍ଜିତ ହେବ, ଏପରି ବର୍ଜିତ କେହି ମୁକ୍ତ କରାଯିବ ନାହିଁ; ସେ ନିତା; ହତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ମନୁଷ୍ୟ ମଧ୍ୟରେ ଯେ ବର୍ଜିତ ହେବ, ସେ କେବେ ମୁକ୍ତ ହୋଇ ପାରିବ ନାହିଁ, ସେ ନିଶ୍ଚିନ୍ତ ହତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।