Leviticus 27:3 — Compare Translations
5 translations compared side by side
Odia - 1840
"କୋଡିଏ ବର୍ଷ ଠାରୁ ଷାଠିଏ ବର୍ଷ ପର୍ୟ୍ଯନ୍ତ ପୁରୁଷ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପବିତ୍ରସ୍ଥାନର ଶକେଲ ଅନୁସାରେ ପଗ୍ଭଶ ଶକେଲ ରୂପା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ପର୍ଯ୍ୟନ୍ତ ପୁରୁଷ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଗ୍ଭଶ୍ ଶେକଲ ରୂପା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।