Leviticus 27:30 — Compare Translations

5 translations compared side by side

Odia - 1840
"ଭୂମିର ଶସ୍ଯ ହେଉ କି ବୃକ୍ଷର ଫଳ ହେଉ, ଉତ୍ପନ୍ନ ଦ୍ରବ୍ଯର ଦଶମାଂଶ ସଦାପ୍ରଭୁଙ୍କର ହବେ। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
“ଭୂମିର ଶସ୍ୟ ହେଉ କି ବୃକ୍ଷର ଫଳ ହେଉ, ଉତ୍ପନ୍ନ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
Odia IRV 2017 (ଓଡିଆ ବାଇବେଲ)
ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।