Leviticus 27:31 — Compare Translations

5 translations compared side by side

Odia - 1840
"ଯଦି କହେି ସେ ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ ତବେେ ସେ ତହିଁର ମୂଲ୍ଯର ପଞ୍ଚମାଂଶ ଅଧିକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ସେ ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।