Leviticus 27:32 — Compare Translations
5 translations compared side by side
Odia - 1840
"ପୁଣି ଗୋମଷୋଦି ପଲରୁ ଦଶମାଂଶ ଯାଜକ ନବେ। ପ୍ରତି ଦଶଟି ରେ ଗୋଟିଏ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ-ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଗୋମେଷାଦି ପଲରୁ ଦଶମାଂଶ ଯାଜକ ନେବ। ପ୍ରତି ଦଶ ଗୋଟିରେ ଗୋଟିଏ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।