Leviticus 27:33 — Compare Translations

5 translations compared side by side

Odia - 1840
"ତାହା ଭଲ କି ମନ୍ଦ ପଶୁ ମାଲିକ ଅନୁସନ୍ଧାନ କରିବ ନାହିଁ। ଆଉ ମଧ୍ଯ ତାହା ବଦଳ କରିବ ନାହିଁ। ଯଦି ବଦଳ କରେ ତବେେ ଉଭୟ ପଶୁ ପବିତ୍ର ହବେେ ଓ ତାହା ମୁକ୍ତ କରାୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯେବେ ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ଭଲ କି ମନ୍ଦ ପଶୁ ମାଲିକ ଅନୁସନ୍ଧାନ କରିବ ନାହିଁ। ଆଉ ମଧ୍ୟ ତାହା ବଦଳ କରିବ ନାହିଁ। ଯଦି ବଦଳ କରେ ତେବେ ଉଭୟ ପଶୁ ପବିତ୍ର ହେବେ ଓ ତାହା ମୁକ୍ତ କରାଯିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”