Leviticus 27:34 — Compare Translations
5 translations compared side by side
Odia - 1840
"ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନଯ ପର୍ବତ ରେ ଇଶ୍ରାୟେଲ ସନ୍ତାନଗଣଙ୍କ ଉଦ୍ଦେଶ୍ଯ ରେ ମାଶାଙ୍କେୁ ପ୍ରଦାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣଙ୍କ ଉଦ୍ଦେଶ୍ୟରେ ମୋଶାଙ୍କୁ ପ୍ରଦାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।