Leviticus 27:4 — Compare Translations
5 translations compared side by side
Odia - 1840
"ଆଉ କୋଡିଏରୁ ଷାଠିଏ ବର୍ଷ ପର୍ୟ୍ଯନ୍ତ ସ୍ତ୍ରୀ ଲୋକର ନିରୂପିତ ମୂଲ୍ଯ ତିରିଶ ଶକେଲ ରୂପା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କୋଡ଼ିଏରୁ ଷାଠିଏ ବର୍ଷ ପର୍ଯ୍ୟନ୍ତ ସ୍ତ୍ରୀଲୋକର ନିରୂପିତ ମୂଲ୍ୟ ତିରିଶ୍ ଶେକଲ ରୂପା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ।