Leviticus 27:5 — Compare Translations

5 translations compared side by side

Odia - 1840
"ଆଉ ପଞ୍ଚମ ବର୍ଷରୁ କୋଡିଏ ବର୍ଷ ପର୍ୟ୍ଯନ୍ତ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପୁରୁଷ ପାଇଁ କୋଡିଏ ଶକେଲ ରୂପା ଓ ସ୍ତ୍ରୀ ପାଇଁ ଦଶ ଶକେଲ ରୂପା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପଞ୍ଚମ ବର୍ଷରୁ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ପାଇଁ କୋଡ଼ିଏ ଶେକଲ ରୂପା ଓ ସ୍ତ୍ରୀ ପାଇଁ ଦଶ ଶେକଲ ରୂପା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।