Leviticus 27:6 — Compare Translations

5 translations compared side by side

Odia - 1840
"ପୁଣି ଏକମାସଠାରୁ ପାଞ୍ଚ ବର୍ଷ ପର୍ୟ୍ଯନ୍ତ ଶିଶୁ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପୁରୁଷ ନିମନ୍ତେ ପାଞ୍ଚ ଶକେଲ ରୂପା ଓ ସ୍ତ୍ରୀ ନିମନ୍ତେ ତିନି ଶକେଲ ରୂପା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏକ ମାସଠାରୁ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଶିଶୁ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ଓ ସ୍ତ୍ରୀ ନିମନ୍ତେ ତିନି ଶେକଲ ରୂପା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।