Leviticus 27:7 — Compare Translations

5 translations compared side by side

Odia - 1840
"ପୁଣି ଷାଠିଏ ବର୍ଷରୁ ଅଧିକ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପୁରୁଷ ପାଇଁ ପନ୍ଦର ଶକେଲ ରୂପା ଓ ସ୍ତ୍ରୀ ନିମନ୍ତେ ଦଶ ଶକେଲ ରୂପା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଷାଠିଏ ବର୍ଷରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଷାଠିଏ ବର୍ଷରୁ ଅଧିକ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ପାଇଁ ପନ୍ଦର ଶେକଲ ରୂପା ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।