Leviticus 27:8 — Compare Translations

5 translations compared side by side

Odia - 1840
"ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ଯ ଦଇେ ପାରିବ ନାହିଁ, ତବେେ ତାକୁ ଯାଜକ ନିକଟକୁ ଅଣାୟିବ, ଯାଜକ ତାହାର ମୂଲ୍ଯ ନିରୂପିତ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ଯ ନିରୂପଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ୟ ଦେଇ ପାରିବ ନାହିଁ, ତେବେ ତାକୁ ଯାଜକ ନିକଟକୁ ଅଣାଯିବ, ଯାଜକ ତାହାର ମୂଲ୍ୟ ନିରୂପିଣ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।