Leviticus 27:9 — Compare Translations

5 translations compared side by side

Odia - 1840
" କେତକେ ପ୍ରକାର ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟାଇ ପାରିବ, ସହେି ପଶୁଗୁଡିକ ମଧ୍ଯରୁ ଯଦି କହେି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବାକୁ ଶପଥ କରେ, ସହେି ପଶୁ ସଦାପ୍ରଭୁଙ୍କ ପାଇଁ ପବିତ୍ର ହାଇେଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ପ୍ରତି ଉପହାର “କେତେକ ପ୍ରକାର ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯାଇ ପାରିବ, ସେହି ପଶୁଗୁଡ଼ିକ ମଧ୍ୟରୁ ଯଦି କେହି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବାକୁ ଶପଥ କରେ, ସେହି ପଶୁ ସଦାପ୍ରଭୁଙ୍କ ପାଇଁ ପବିତ୍ର ହୋଇଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହି ସବୁ ପଶୁ ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ।