Leviticus 3:1 — Compare Translations

5 translations compared side by side

Odia - 1840
" ଯବେେ କୌଣସି ବ୍ଯକ୍ତି ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରୁଥାଏ, ତବେେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁ; ପଶୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ମଙ୍ଗଳାର୍ଥକ ନୈବେଦ୍ୟ “ଯେବେ କୌଣସି ବ୍ୟକ୍ତି ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରୁଥାଏ, ତେବେ ସେ ତା’ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।