Leviticus 3:11 — Compare Translations
5 translations compared side by side
Odia - 1840
"ତତ୍ପରେ ଯାଜକ ସେସମସ୍ତ ନଇେ ବଦେୀ ଉପରେ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ଉପହାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଯାଜକ ସେସମସ୍ତ ନେଇ ବେଦି ଉପରେ ଦଗ୍ଧ କରିବ। ଏହି ଭୋଜ୍ୟ ନୈବେଦ୍ୟ ସଦାପ୍ରଭୁଙ୍କୁ ଏକ ଉପହାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।