Leviticus 3:13 — Compare Translations
5 translations compared side by side
Odia - 1840
"ସେ ସହେି ଛାଗ ମସ୍ତକରେ ହାତ ରଖିବ ଓ ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ରର ତା'ର ରକ୍ତ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେହି ଛାଗ ମସ୍ତକରେ ହାତ ରଖିବ ଓ ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତା’ପରେ ହାରୋଣର ପୁତ୍ର ତା’ର ରକ୍ତ ନେଇ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ଛିଞ୍ଚିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।