Leviticus 3:14 — Compare Translations

5 translations compared side by side

Odia - 1840
"ତା'ପରେ ସେ ସହଭାଗିତାର ନବୈେଦ୍ଯରୁ ଏକ ଅଂଶ ସଦାପ୍ରଭୁଙ୍କ ଉପହାର ରୂପେ ଦବେ। ସେ ଅନ୍ତ ଆଚ୍ଛାଦକ ମଦେ ଓ ଅନ୍ତ ଉପରିସ୍ଥ ମଦେ ସବୁ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସହଭାଗିତାର ନୈବେଦ୍ୟରୁ ଏକ ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଦେବ। ସେ ଅନ୍ତ ଆଚ୍ଛାଦକ ମେଦ ଓ ଅନ୍ତ ଉପରିସ୍ଥ ମେଦ ସବୁ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,