Leviticus 3:15 — Compare Translations
5 translations compared side by side
Odia - 1840
"ସେ ଦୁଇଟି ଗୁରୁଦା, ମଦେ ଉପରିସ୍ଥ ଓ ଗୁରୁଦାର ପାଶର୍ବବର୍ତ୍ତୀ ଏବଂ ୟକୃତର ମଦେ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଦୁଇ ଗୁରୁଦା ଓ ତାହାର ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୁଇଟି ଗୁରୁଦା, ମେଦ ଉପରିସ୍ଥ ଓ ଗୁରୁଦାର ପାର୍ଶ୍ୱବର୍ତ୍ତୀ ଏବଂ ଯକୃତର ମେଦ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
Odia IRV 2017 (ଓଡିଆ ବାଇବେଲ)
ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।