Leviticus 3:16 — Compare Translations

5 translations compared side by side

Odia - 1840
"ତା'ପରେ ଯାଜକ ୟଜ୍ଞବଦେୀ ଉପରେ ଏହିସବୁ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମଦେ ସଦାପ୍ରଭୁଙ୍ଗର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ଯଜ୍ଞବେଦି ଉପରେ ଏହିସବୁ ଦ‌‌‌‌ଗ୍‌‌‌‌ଧ କରିବ। ଏହି ଭୋଜ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମେଦ ସଦାପ୍ରଭୁଙ୍କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।