Leviticus 3:17 — Compare Translations
5 translations compared side by side
Odia - 1840
"ଏହି ବିଧି ପ୍ରେତ୍ୟକକ ଗୃହ ରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ଯତ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀଯ ହବେ। ତୁମ୍ଭମାନେେ ଯେଉଁ ଠା ରେ ରୁହ ନା କାହିଁକି ମଦେ କିମ୍ବା ରକ୍ତ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବିଧି ପ୍ରତ୍ୟେକ ଗୃହରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ୟଦ୍ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀୟ ହେବ। ତୁମ୍ଭେମାନେ ଯେଉଁଠାରେ ରୁହ ନା କାହିଁକି ମେଦ କିମ୍ବା ରକ୍ତ ଭୋଜନ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”