Leviticus 3:2 — Compare Translations
5 translations compared side by side
Odia - 1840
"ପୁଣି ସେ ସମାଗମ-ତମ୍ବୁର ଦ୍ବାର ଦେଶ ରେ ଆପଣା ବଳିର ମସ୍ତକ ଉପରେ ହାତ ରଖି ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସମାଗମ-ତମ୍ଵୁଦ୍ଵାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚାରିଆଡ଼େ ଛିଞ୍ଚିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସମାଗମ-ତମ୍ବୁର ଦ୍ୱାର ଦେଶରେ ଆପଣା ବଳିର ମସ୍ତକ ଉପରେ ହାତ ରଖି ତାକୁ ବଧ କରିବ। ତା’ପରେ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ସିଞ୍ଚନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।