Leviticus 3:4 — Compare Translations

5 translations compared side by side

Odia - 1840
"ସେ ଦୁଇ ଗୁରୁଦା, ତହିଁ ଉପରିସ୍ଥ ପାଶର୍‌ବବର୍ତ୍ତୀ ମଦେ ଓ ୟକୃତର ଉପରିସ୍ଥ ଅନ୍ତ୍ରପ୍ଲାବକ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୁଇ ଗୁରୁଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରପ୍ଳାବକ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
Odia IRV 2017 (ଓଡିଆ ବାଇବେଲ)
ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।

Recommended Reading