Leviticus 3:5 — Compare Translations
5 translations compared side by side
Odia - 1840
"ତହୁଁ ହାରୋଣର ପୁତ୍ରଗଣ ୟଜ୍ଞବଦେୀ ରେ ଏହିସବୁ ସହିତ ଅଗ୍ନିକାଠ ରେ ଥିବା ହାମବେଳିକୁ ଦଗ୍ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ହାରୋଣର ପୁତ୍ରଗଣ ଯଜ୍ଞବେଦିରେ ଏହିସବୁ ସହିତ ଅଗ୍ନିକାଠରେ ଥିବା ହୋମବଳିକୁ ଦଗ୍ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।