Leviticus 3:6 — Compare Translations

5 translations compared side by side

Odia - 1840
" ଯବେେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ ମଷେ କିମ୍ବା ଛଳେି ମଧ୍ଯରୁ ମଙ୍ଗଳାର୍ଥକ ନବୈେଦ୍ଯ କରେ ତବେେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମଷେ ବା ଛଳେି ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁ; ଅଣ୍ତିରା କି ମାଈ ପଶୁ ଉତ୍ସର୍ଗ କରିବ।
Odia Bible ERV 2004 (ପବିତ୍ର ବାଇବଲ)
“ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷ କିମ୍ବା ଛେଳି ମଧ୍ୟରୁ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ ତେବେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମେଷ ବା ଛେଳି ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।