Leviticus 3:7 — Compare Translations

5 translations compared side by side

Odia - 1840
"ଯଦି ସେ ନବୈେଦ୍ଯ ରୂପେ ମଷେ ଉତ୍ସର୍ଗ କରେ ତବେେ ସେ ନିଶ୍ଚିତ ସଦାପ୍ରଭୁ ପରମେଶ୍ବରଙ୍କ ସମ୍ମୁଖକୁ ତାକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ନୈବେଦ୍ୟ ରୂପେ ମେଷ ଉତ୍ସର୍ଗ କରେ ତେବେ ସେ ନିଶ୍ଚିତ ସଦାପ୍ରଭୁ ପରମେଶ୍ୱରଙ୍କ ସମ୍ମୁଖକୁ ତାକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
Odia IRV 2017 (ଓଡିଆ ବାଇବେଲ)
ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;