Leviticus 3:8 — Compare Translations
5 translations compared side by side
Odia - 1840
"ପୁଣି ସେ ନିଜ ବନ୍ଦୀର ମସ୍ତକରେ ହାତ ରଖି ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣମ ପୁତ୍ରମାନେ ତା'ର ରକ୍ତକୁ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ବଳିର ମସ୍ତକରେ ହସ୍ତ-ନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ । ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ନିଜ ବଳିର ମସ୍ତକରେ ହାତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତା’ପରେ ହାରୋଣର ପୁତ୍ରମାନେ ତା’ର ରକ୍ତକୁ ନେଇ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ଛିଞ୍ଚିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।