Leviticus 4:10 — Compare Translations

5 translations compared side by side

Odia - 1840
"ସମାଗମ ନବୈେଦ୍ଯର ଗୋରୁ ହାଇେଥିଲେ ଯେପରି ଉତ୍ସର୍ଗ କରାୟାଏ ସେ ସହେିପରି କରିବ। ପୁଣି ଯାଜକ ହାମବେଳିର ବଦେୀ ଉପରେ ତାହା ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସମାଗମ ନୈବେଦ୍ୟର ଗୋରୁ ହୋଇଥିଲେ ଯେପରି ଉତ୍ସର୍ଗ କରାଯାଏ ସେ ସେହିପରି କରିବ। ପୁଣି ଯାଜକ ହୋମବଳିର ବେଦି ଉପରେ ତାହା ଦ‌‌‌‌ଗ୍‌‌‌‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।