Leviticus 4:11 — Compare Translations

5 translations compared side by side

Odia - 1840
"ସହେି ଚର୍ମ, ମଦେ, ମସ୍ତକ, ପଦ, ଅନ୍ତ, ଗୋବର ଓ ଷଣ୍ଢର ସମସ୍ତ ଅଂଶ ନଇେ ଛାଉଣୀ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଗୋବତ୍ସର ଚର୍ମ ଓ ସମସ୍ତ ମାଂସ ଓ ମସ୍ତକ ଓ ପଦ ଓ ଅନ୍ତ୍ର ଓ ଗୋମୟ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଚର୍ମ, ମେଦ, ମସ୍ତକ, ପଦ, ଅନ୍ତ, ଗୋବର ଓ ଷଣ୍ଢର ସମସ୍ତ ଅଂଶ ଛାଉଣି ବାହାରକୁ ନିଆଯିବା ଉଚିତ୍ ଓ ଧର୍ମକାର୍ଯ୍ୟର ପଦ୍ଧତି ପାଇଁ ଏ ସ୍ଥାନକୁ କାଠ ରଖି ଅଗ୍ନି ଦ୍ୱାରା ଦ‌‌‌‌ଗ୍‌‌‌‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,