Leviticus 4:12 — Compare Translations
4 translations compared side by side
Odia - 1840
"ବାହାରକୁ ନିଆୟିବା ଉଚିତ୍ ଓ ଧର୍ମକାର୍ୟ୍ଯର ପଦ୍ଧତି ପାଇଁ ଏ ସ୍ଥାନକୁ କାଠ ରଖି ଅଗ୍ନି ଦ୍ବାରା ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍, ଭସ୍ମନିକ୍ଷେପ-ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମନିକ୍ଷେପ-ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ।