Leviticus 4:13 — Compare Translations
5 translations compared side by side
Odia - 1840
"ପୁଣି ଇଶ୍ରାୟେଲର ସମସ୍ତ ଜାତି ଯଦି ଅଗୋଚର ରେ ପାପ କରନ୍ତି ଓ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦଇେଛନ୍ତି, ତାହା ଯବେେ ସମାନେେ କରନ୍ତି ତବେେ ସମାନେେ ଦୋଷୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲର ସମଗ୍ର ମଣ୍ତଳୀ ଯେବେ ଭ୍ରାନ୍ତ ହୁଅନ୍ତି ଓ ତାହା ସମାଜର ଦୃଷ୍ଟି ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯେବେ କୌଣସି କର୍ମ କରି ଦୋଷୀ ହୁଅନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଇସ୍ରାଏଲର ସମସ୍ତ ଜାତି ଯଦି ଅଗୋଚରରେ ପାପ କରନ୍ତି ଓ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦେଇଛନ୍ତି, ତାହା ଯେବେ ସେମାନେ କରନ୍ତି ତେବେ ସେମାନେ ଦୋଷୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;