Leviticus 4:14 — Compare Translations

5 translations compared side by side

Odia - 1840
"ଯଦି ସମାନେେ ସମାନଙ୍କେ କୃତ ପାପ ଜାଣିବେ, ତବେେ ସମାନେେ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ ଓ ସମାଗମ ତମ୍ବୁ ନିକଟକୁ ତାକୁ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ଵୁ ନିକଟକୁ ତାହା ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ସେମାନଙ୍କ କୃତ ପାପ ଜାଣିବେ, ତେବେ ସେମାନେ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ ଓ ସମାଗମ-ତମ୍ବୁ ନିକଟକୁ ତାକୁ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।