Leviticus 4:15 — Compare Translations

5 translations compared side by side

Odia - 1840
"ତା'ପରେ ମଣ୍ଡଳୀର ପା୍ରଚୀନବର୍ଗ ସହେି ଗୋବତ୍ସର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖ ରେ ତାକୁ ବଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମଣ୍ତଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେବେଣ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମଣ୍ଡଳୀର ପ୍ରାଚୀନବର୍ଗ ସେହି ଗୋବତ୍ସର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।