Leviticus 4:17 — Compare Translations

5 translations compared side by side

Odia - 1840
"ପୁଣି ଯାଜକ ସହେି ରକ୍ତ ରେ ଆପଣା ଆଙ୍ଗୁଳି ବୁଡାଇ ସଦାପ୍ରଭୁଙ୍କ ସମ୍ମୁଖ ରେ ବିଚ୍ଛଦେ ବସ୍ତ୍ର ଆଗ ରେ ସାତଥର ଛିଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ବୁଡ଼ାଇ ସଦାପ୍ରଭୁଙ୍କ ସମ୍ମୁଖରେ ବିଚ୍ଛେଦ ବସ୍ତ୍ର ଆଗରେ ସାତଥର ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।